Bhubaneswar 12-Jul-2025
OSBI
ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ କେନ୍ଦ୍ରୀୟ ନିଯୁକ୍ତି ଏବଂ ପଦୋନ୍ନତି ବିଭାଗ, କର୍ପୋରେଟ୍ କେନ୍ଦ୍ର, ମୁମ୍ବାଇ
ପ୍ରୋବେସନାରୀ ଅଫିସରମାନଙ୍କ ନିଯୁକ୍ତି
ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆରେ ପ୍ରୋବେସନାରୀ ଅଫିସର ଭାବରେ ନିଯୁକ୍ତି ପାଇଁ ଯୋଗ୍ୟ ଭାରତୀୟ ନାଗରିକମାନଙ୍କ ଠାରୁ ଆବେଦନଗୁଡିକ ଆମନ୍ତ୍ରଣ କରାଯାଉଛି
ଖାଳି ପଦବୀ ସଂଖ୍ୟା: 541
ଯୋଗ୍ୟତା ମାନଦଣ୍ଡ (ବୟସ, ଯୋଗ୍ୟତା ଇତ୍ୟାଦି), ଆବଶ୍ୟକ ଫିସ୍ ଏବଂ ଅନ୍ୟାନ୍ୟ ବିବରଣୀ ସହିତ ଅନଲାଇନ୍ ଆବେଦନ ଦାଖଲ ଓ ଆବେଦନ ଫିସ୍ ର ଅନଲାଇନ୍ ଦେୟ ପାଇଁ ଲିଙ୍କ୍, https://bank.sbi/careers/current-openings ନମ୍ବର CRPD/PO/2025-26/04 ଅଧୀନରେ ଉପଲବ୍ଧ । ପ୍ରାର୍ଥୀମାନେ ଆବେଦନ କରିବା ଏବଂ ଫିସ୍ ପଠାଇବା ପୂର୍ବରୁ ସେମାନଙ୍କର ଯୋଗ୍ୟତା ଏବଂ ଅନ୍ୟାନ୍ୟ ବିବରଣୀ ବିଷୟରେ ସୁନିଶ୍ଚିତ ହୋଇ ସବିଶେଷ ବିଜ୍ଞାପନକୁ ଭଲ ଭାବେ ପଢ଼ିବା ପାଇଁ ପରାମର୍ଶ ଦିଆଯାଉଛି ।
ଅନଲାଇନ୍ ଆବେଦନ ଏବଂ ଫିସ୍ ଦେୟ ପାଇଁ ତାରିଖ: 24.06.2025 ରୁ 14.07.2025 ପର୍ଯ୍ୟନ୍ତ ।
ଯେକୌଣସି ପ୍ରଶ୍ନ ପାଇଁ ଦୟାକରି ଏହି ଲିଙ୍କ୍ ମାଧ୍ୟମରେ ଆମକୁ ଲେଖନ୍ତୁ: "CONTACT US" ଉପରୋକ୍ତ ବ୍ୟାଙ୍କର ଅଫିସିଆଲ ୱେବସାଇଟରେ ଉପଲବ୍ଧ।
ସ୍ଥାନ: ମୁମ୍ବାଇ
DATE - 24.06.2025
ମହା ପ୍ରବନ୍ଧକ (ଆରୂପି ଏବଂ ପିଏମ୍)